ଇମ୍ଫାଲ , ମଣିପୁରରେ ଗତ ୨୪ ଘଂଟାରେ ୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୧୮୮ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୫୫ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୫୭୪ କରୋନାର ନୂଆ ମାମଲା
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୫୭୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୫,୩୬୯ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୫୩୬ ଜଣଙ୍କର ମୃତ୍ୟୁ ଘଟିଛିା
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୫୦୯ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୫୦୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୫୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୨,୯୦୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪୯,୫୨୧ଜଣ ମୃତ୍ୟୁବରଣ କରିଛନ୍ତି ।