ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଧା, କଟକ ଓ ନବରଂଗପୁର ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଭୁୁବନେଶ୍ୱରର ଜଣେ ୬୦ ବର୍ଷୀୟ ମହିଳା କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । କଟକ ଜିଲ୍ଲାର ଜଣେ ୬୧ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ନବରଙ୍ଗପୁର ଜିଲ୍ଲାର ୨୨ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।