ଓଡିଶା ପ୍ରଦୀପ କୁମାର ଜେନା ନୂତନ ଉନ୍ନୟନ କମିସନର ଭାବେ ଦାୟିତ୍ୱ ଗ୍ରହଣ କରିଲେ desk January 1, 2021 ଭୁବନେଶ୍ୱର– ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ପ୍ରଦୀପ କୁମାର ଜେନା ଆଜି ନୂତନ ଉନ୍ନୟନ କମିସନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ ସ୍ୱତନ୍ତ୍ର ରିଲିଫ କମିଶନର ଓ ଅନ୍ୟ ବିଭିନ୍ନ ପଦବୀର ଦାୟିତ୍ୱ ତୁଲାଇ ସାରିଛନ୍ତି । ସୁରେଶ ମହାପାତ୍ର ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଅବସ୍ଥାପିତ ହେବା ପରେ ୧୯୮୯ ବ୍ୟାଚର ଆଇଏଏସ୍ ପ୍ରଦୀପ ଜେନା ନୂଆ ଉନ୍ନୟନ କମିସନର ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । Tags: Pradeep Jena Continue Reading Previous: ଗୋଟିଏ ଦିନରେ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ Next: ଗୋଟିଏ ଦିନରେ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 19 October 2025 Important news ଓଡିଶା Indo Kaling Times 19 October 2025 Important news October 19, 2025 ପୂର୍ଣ୍ଣାଙ୍ଗ ଶିକ୍ଷା ଏକାଡେମୀ ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ, 1 min read ଓଡିଶା ପୂର୍ଣ୍ଣାଙ୍ଗ ଶିକ୍ଷା ଏକାଡେମୀ ର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ, October 19, 2025 ପୁରୀ ଜିଲ୍ଲା ସୁନାମୀ ପ୍ରସ୍ତୁତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ, ଓଡିଶା ପୁରୀ ଜିଲ୍ଲା ସୁନାମୀ ପ୍ରସ୍ତୁତି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ, October 19, 2025