ଦିଲ୍ଲୀରେ ଗତ ୨୪ ଘଂଟାରେ ୫୮୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୫୮୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୩ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୫,୯୫୪ ହୋଇ ଯାଇଛି । ବର୍ତମାନ ସୁ୍ଦ୍ଧା ଏଠାରେ ୧୦,୫୫୭ ଜଣଙ୍କର ମୃତ୍ୟୁ ଘଟିଛିା
ପଂଜାବରେ ଗତ ୨୪ ଘଂଟାରେ ୨୫୩ କରୋନାର ନୂଆ ମାମଲା
ଚଣ୍ଡିଗଡ , ପଂଜାବ ଗତ ୨୪ ଘଂଟାରେ ୨୫୩ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୧୭ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୩୪୯ ହୋଇଛିା