
ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଜୟନ୍ତୀରେ ଧର୍ମେନ୍ଦ୍ର ପ୍ରଧାନ ଜଣାଇଲେ ଶ୍ରଦ୍ଧାଂଜଳି ଭୁବନେଶ୍ୱର– ଜାନକୀ ବଲ୍ଲଭ ପଟ୍ଟନାୟକଙ୍କୁ ଜୟନ୍ତୀରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ରାଜ୍ୟପାଳ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
