

ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ବଲାଙ୍ଗୀର, ଗଂଜାମ ଓ ସୁନ୍ଦରଗଡ ଜିଲ୍ଲାର ଜଣେ ଜଣେ ଅଛନ୍ତି ।
ଇଲାଙ୍ଗୀର ଜିଲ୍ଲାର ଜଣେ ୪୦ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ । ଗଂଜାମ ଜିଲ୍ଲାର ଜଣେ ୫୭ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ସୁନ୍ଦରଗଡ ଜିଲ୍ଲାର ୫୮ ବର୍ଷୀୟ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେ ମଧୁମେହରେ ପୀଡିତ ଥିଲେ ।