
ଦିଲ୍ଲୀରେ କରୋନା ପଜିଟିଭ ସଂଖ୍ୟା ହ୍ରାସ ପାଉଥିବାରୁ ଏବେ ୧୦ ହଜାର ୫୦୦ରୁ ୧୧୦୦୦ ହଜାର ଶଯ୍ୟା ଖାଲି ରହିଛି । କେବଳ ୨୦୦୦ ଶଯ୍ୟାକୁ ବ୍ୟବସ୍ଥିତ କରାଯାଇଛି । ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦର ଜୈନ ଏହା କହିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
