ଭୁବନେଶ୍ୱର– ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ନ୍ୟାୟମୂର୍ତି ଏସ.ମୁରଲୀଧରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଟ୍ୱିଟ କରି ଅଭିନନ୍ଦନ ଜଣାଇବା ସହ ତାଙ୍କର ସଫଳ କାର୍ଯ୍ୟକାଳ କାମନା କରିଛନ୍ତି ।
Related Stories
May 19, 2024