କର୍ଣାଟକରେ ଗତ ୨୪ ଘଂଟାରେ ୮୧୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୮୭୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୨୧,୯୩୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୧୦୭ ଜଣଙ୍କର ମୃତ୍ୟୁ ଘଟିଛି ।
ଉତରାଖଣ୍ଡରେ ଗତ ୨୪ ଘଂଟାରେ କରୋନାର ୨୬୭ ନୂଆ ମାମଲା
ଦେହରାଦୁନ ,ଉତରାଖଂଡରେ ଗତ ୨୪ ଘଂଟାରେ ୨୬୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯୧,୮୧୧ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧,୫୨୭ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।