ମଣିପୁରରେ ଗତ ୨୪ ଘଂଟାରେ କରୋନାର ୩୮ ନୂଆ ମାମଲା
ଇମ୍ଫାଲ ,ମଣିପୁରରେ ଗତ ୨୪ ଘଂଟାରେ ୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨୮,୨୮୧ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୩୫୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।