ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୭୬୫ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୨,୭୬୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୯ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪୮,୮୦୧ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୪୯,୬୯୫ଜଣ ମୃତ୍ୟୁବରଣ କରିଛନ୍ତି ।
କର୍ଣାଟକରେ ଗତ ୨୪ ଘଂଟାରେ ୬୦୦ କରୋନାର ନୂଆ ମାମଲା
ବେଙ୍ଗାଲୁରୁ ,କର୍ଣାଟକରେ ଗତ ୨୪ ଘଂଟାରେ ୬୦୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୯,୨୨,୫୩୮ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୨,୧୧୦ ଜଣଙ୍କର ମୃତ୍ୟୁ ଘଟିଛ ି ।