
ତେବେ ଗ୍ୟାସ୍ ଲିକ୍ ଓ ଶ୍ରମିକଙ୍କ ମୃତ୍ୟୁ ଘଟଣାକୁ ନେଇ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ଫ୍ୟାକ୍ଟ୍ରି ଓ ବ୍ରୟଲର୍ ବିଭାଗର କାର୍ଯ୍ୟଦକ୍ଷତା ପ୍ରତି ମଧ୍ୟ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
