

ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୩୯୭ ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୬୮୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୧୦,୬୭୫ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨,୭୧୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ତାମିଲନାଡୁରେ ଗତ ୨୪ ଘଂଟାରେ ୮୨୦ କରୋନାର ନୂଆ ମାମଲା
ଚେନ୍ନାଇ,ତାମିଲନାଡୁରେ ଗତ ୨୪ ଘଂଟାରେ ୮୨୦ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୨୨,୩୭୦ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୧୭୭ ହୋଇଛି ।