
ଗଞ୍ଜାମ– ଗଞ୍ଜାମ ଜିଲ୍ଲାରେ ଆଜି ନୂଆ ୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ଗୁରୁତର ଆକ୍ରାନ୍ତଙ୍କୁ କୋଭିଡ଼୍ ହସ୍ପିଟାଲ ଓ ସାମାନ୍ୟ ଆକ୍ରାନ୍ତଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୧,୮୨୮ କୁ ବୃଦ୍ଧି ପାଇଛି ।ସେହିପରି ଅଦ୍ୟାବଧି ଜିଲ୍ଲାରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୫୫ ରହିଛି ।