ଦିଲ୍ଲୀରେ ଗତ ୨୪ ଘଂଟାରେ କରୋନାର ୬୫୪ ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀ ଗତ ୨୪ ଘଂଟାରେ ୬୫୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ଦିଲ୍ଲୀରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୧୩,୨୪୬ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧୦,୬୨୫ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।