
ଚେନ୍ନାଇ,ତାମିଲନାଡୁରେ ଗତ ୨୪ ଘଂଟାରେ ୮୧୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୦୩,୩୨୮ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୧୮୮ ହୋଇଛି ।
ତେଲେଙ୍ଗାନାରେ ୨୪ ଘଂଟାରେ କରୋନାର ୪୧୭ ନୂଆ ମାମଲା
ହାଇଦ୍ରାବାଦ , ତେଲେଙ୍ଗାନାରେ ଗତ ୨୪ ଘଂଟାରେ ୪୧୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୮୮,୪୧୦ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୧,୫୫୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO