ଓଡିଶା ନିୟମ ଉଲ୍ଲଂଘନ ମାମଲାରେ ୧୮ ଗିରଫ desk January 8, 2021 ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୮ ଜଣଙ୍କୁ ଗିରଫ କରିଥିବା ବେଳେ ୭୪୧ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୪,୯୬,୨୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି । Tags: Odisha Police Continue Reading Previous: ରାଜ୍ୟରେ ଆଉ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୮୯୦ ହେଲା Next: ମାସ୍କ ନ ପିନ୍ଧିବା ଓ ଅନ୍ୟ ମାମଲାରେ ଯାଜପୁରରେ ଗତ ୨୪ ଘଂଟାରେ ୩୮୦ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories Indo Kaling Times 14 October 2025 Important news 1 min read ଓଡିଶା Indo Kaling Times 14 October 2025 Important news October 14, 2025 ଜାତୀୟ ସ୍ତରରେ ପ୍ୟାଲିଏଟିଭ୍ କେୟାର୍ ର ସର୍ବଶ୍ରେଷ୍ଠ ଅଭ୍ୟାସ ପାଇଁ ପ୍ରଥମ ସ୍ଥାନରେ ଓଡିଶା 1 min read ଓଡିଶା ଜାତୀୟ ସ୍ତରରେ ପ୍ୟାଲିଏଟିଭ୍ କେୟାର୍ ର ସର୍ବଶ୍ରେଷ୍ଠ ଅଭ୍ୟାସ ପାଇଁ ପ୍ରଥମ ସ୍ଥାନରେ ଓଡିଶା October 14, 2025 ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନା ଚକ୍ରରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, 1 min read ଓଡିଶା ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନା ଚକ୍ରରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, October 14, 2025