ଓଡିଶା ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଶ୍ରଦ୍ଧାଂଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ desk January 8, 2021 ଭୁବନେଶ୍ୱର– ଓଡ଼ିଶୀ ନୃତ୍ୟ ଶିଳ୍ପୀ ଗୁରୁ କେଳୁଚରଣ ମହାପାତ୍ରଙ୍କୁ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଓଡ଼ିଶୀ ନୃତ୍ୟର ଗରିମା ବୃଦ୍ଧି ସହ ଶାସ୍ତ୍ରୀୟ ନୃତ୍ୟର ପ୍ରସାର କ୍ଷେତ୍ରରେ ତାଙ୍କ ଅତୁଳନୀୟ ଅବଦାନ ସର୍ବଦା ପ୍ରେରଣାର ଉତ୍ସ । Tags: CM Continue Reading Previous: ସାରା ରାଜ୍ୟରେ ଆଜିଠୁ ଖୋଲିଲା ସ୍କୁଲ୍Next: ଗୋଟିଏ ଦିନରେ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୩୯୬ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହିଳା ଓ ଶିଶୁ ସୁରକ୍ଷା ପାଇଁ ସଚେତନତା ଶୋଭାଯାତ୍ରା, ଓଡିଶା ମହିଳା ଓ ଶିଶୁ ସୁରକ୍ଷା ପାଇଁ ସଚେତନତା ଶୋଭାଯାତ୍ରା, July 27, 2025 ଅଟଳ ପ୍ରତିଭା ସମ୍ମାନ ୨୦୨୫ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ 1 min read ଓଡିଶା ଅଟଳ ପ୍ରତିଭା ସମ୍ମାନ ୨୦୨୫ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ July 27, 2025 ନାବାଳିକାଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା : ବଳଙ୍ଗା ଥାନାରେ ପହଂଚିଲେ ପୁରୀ ଏସପି, ଦିଲ୍ଲୀରୁ ଫେରିଥିବା କ୍ରାଇମବ୍ରାଂଚ ଟିମ୍ ସହ ଏସପିଙ୍କ ଆଲୋଚନା ଓଡିଶା ନାବାଳିକାଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା : ବଳଙ୍ଗା ଥାନାରେ ପହଂଚିଲେ ପୁରୀ ଏସପି, ଦିଲ୍ଲୀରୁ ଫେରିଥିବା କ୍ରାଇମବ୍ରାଂଚ ଟିମ୍ ସହ ଏସପିଙ୍କ ଆଲୋଚନା July 26, 2025