
ସେ ଟ୍ୱିଟ କରି କହିଛନ୍ତି ଯେ – ପ୍ରଖ୍ୟାତ ଓଡ଼ିଶୀ ନୃତ୍ୟ ଶିଳ୍ପୀ ପଦ୍ମ ବିଭୂଷଣ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଓଡ଼ିଶୀ ନୃତ୍ୟର ଗରିମା ବୃଦ୍ଧି ସହ ଶାସ୍ତ୍ରୀୟ ନୃତ୍ୟର ପ୍ରସାର କ୍ଷେତ୍ରରେ ତାଙ୍କ ଅତୁଳନୀୟ ଅବଦାନ ସର୍ବଦା ପ୍ରେରଣାର ଉତ୍ସ ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
