ଦିଲ୍ଲୀରେ ଗତ ୨୪ ଘଂଟାରେ ୪୮୬ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୪୮୬ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୮,୮୩୮ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୬୪୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା