ରାଷ୍ଟ୍ରୀୟ ଭଣ୍ଡାରା ଘଟଣାକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ desk January 9, 2021 ନୂଆଦିଲ୍ଲୀ– ମହାରାଷ୍ଟ୍ରର ଭଣ୍ଡାରାରେ ଅଗ୍ନିକାଣ୍ଡରେ ଦଶ ଜଣ ଶିଶୁ ପ୍ରାଣ ହରାଇବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ ମୋଦି ଟ୍ୱିଟ କରି କହିଛନ୍ତି ଯେ ଭଣ୍ଡାରାରେ ଶିଶୁ ମାନଙ୍କର ଜୀବନ ଚାଲି ଯିବା ଘଟଣାରେ ସେ ଦୁଃଖିତ । ପୀଡିତ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତ ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । Tags: PM Continue Reading Previous: ଜାତୀୟ ଐତିହ୍ୟର ସୁରକ୍ଷା ଓ ସଂରକ୍ଷଣ ପାଇଁ ବଦ୍ଧପରିକର ପ୍ରଧାନମନ୍ତ୍ରୀ -ଧର୍ମେନ୍ଦ୍ର ପ୍ରଧାନNext: ବରିଷ୍ଠ କଂଗ୍ରେସ ନେତା ମାଧବ ସିଂହ ସୋଲାଙ୍କିଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025