
ଏହି ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡଃ. କ୍ରିଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କେବି ସିଂହଙ୍କ ସମେତ ପରିଚାଳନା କମିଟିର ସେବାୟତ ପ୍ରତିନିଧି ଯୋଗ ଦେଇଛନ୍ତି । କୋଭିଡ଼୍ ନେଗେଟିଭ୍ ରିପୋର୍ଟ ବାଧ୍ୟତାମୂଳକ ଉପରେ ବିସ୍ତୃତ ଭାବେ ଆଲୋଚନା ହୋଇଥିବା ଜଣାପଡିଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
