

ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୪୩୦ ନୂଆ ମାମଲା
ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୪୩୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୧୨,୫୨୧ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨୭୩୧ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।