ଦିଲ୍ଲୀରେ ଗତ ୨୪ ଘଂଟାରେ ୫୧୯ କରୋନାର ନୂଆ ମାମଲା
ଦିଲ୍ଲୀ,ଦିଲ୍ଲୀରେ ଗତ ୨୪ ଘଂଟାରେ ୫୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୧ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୨୯,୮୦୧ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୬୬୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧୯୯ ନୂଆ ମାମଲା
ହାଇଦ୍ରାବାଦ , ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୯୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୪,୬୮୯ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭୧୨୮ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।