ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୨୨,୫୨୬ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୧,୧୬୦ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୬,୫୯,୨୦୯ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ– ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୬,୫୯,୨୦୯ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୮,୧୭,୫୫,୮୩୧ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା