

ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତ ଜଣଙ୍କ ହେଉଛନ୍ତି ଖୋର୍ଧା ଜିଲ୍ଲାର । ଖୋର୍ଧା ଜିଲ୍ଲାର ଜଣେ ୪୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୭ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୭ ଜଣଙ୍କୁ ଗିରଫ କରିଥିବା ବେଳେ ୭୨୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୬,୦୧,୯୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।