
ଭୁବନେଶ୍ୱର – ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ଜଣେ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୯୨ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତ ଜଣଙ୍କ ହେଉଛନ୍ତି ଖୋର୍ଧା ଜିଲ୍ଲାର । ଖୋର୍ଧା ଜିଲ୍ଲାର ଜଣେ ୪୮ ବର୍ଷୀୟ ପୁରୁଷ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୨୭ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୨୭ ଜଣଙ୍କୁ ଗିରଫ କରିଥିବା ବେଳେ ୭୨୮ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୬,୦୧,୯୫୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO