
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩୫୫୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୩୪ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୬୯,୧୧୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୦୬୧ ଜଣ ମୃତ୍ୟୁବରଣ କରିଛନ୍ତି ।
ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୬୯୯ କରୋନାର ନୂଆ ମାମଲା
ନୂଆଦିଲ୍ଲୀ, ଉତର ପ୍ରଦେଶରେ ଗତ ୨୪ ଘଂଟାରେ ୬୯୯ କରୋନାର ନୂଆ ମାମଲା ସାମନାକୁ ଆସିଛି । ଏହା ସହ ରାଜରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୧,୧୩୪ ହୋଇଥିବା ବେଳେ ବର୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୮୪୯୫ ଜଣଙ୍କର ମୃତ୍ୟୁ ଘଟିଛି ।
ପଂଜାବରେ ଗତ ୨୪ ଘଂଟାରେ ୩୦୪ କରୋନାର ନୂଆ ମାମଲା
ଚଣ୍ଡିଗଡ,ପଂଜାବ ଗତ ୨୪ ଘଂଟାରେ ୩୦୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯୩୩ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫୪୪୫ ହୋଇଛିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO