![](https://indokalingtimes.com/wp-content/uploads/2020/09/corona.jpeg)
![](https://indokalingtimes.com/wp-content/uploads/2020/09/corona-300x187.jpeg)
ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୧୪,୫୦୭ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୧,୫୨୯ ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୩୬,୨୨୭ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ- ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୮,୩୬,୨୨୭ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୮,୩୪,୮୯,୧୧୪ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା