ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ କରୋନାର ୧୯୭ ନୂଆ ମାମଲା
ହାଇଦ୍ରାବାଦ, ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୯୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୫,୨୩୪ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭୧୩୩ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।