
ଫକୀର ମୋହନଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ 

ଭୁବନେଶ୍ୱର – କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀରେ ଶ୍ରଦ୍ଧାଂଜଳି ଜଣାଇଛନ୍ତି । ସେ ଟ୍ୱିଟ କରି କହିଛନ୍ତି ଯେ – ଆଧୁନିକ ଓଡ଼ିଆ ଭାଷା-ସାହିତ୍ୟର ଗାନ୍ତକାରୀ ସ୍ରଷ୍ଟା ବ୍ୟାସକବି ଫକୀରମୋହନ ସେନାପତିଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।
