
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୯୬ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତ ଜଣଙ୍କ ଖୋର୍ଧା ଜିଲ୍ଲାର ବୋଲି ଜଣା ପଡିଛି ।