ଭୁବନେଶ୍ୱର– ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୧,୭୦,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।
Related Stories
May 2, 2024