
ନୂଆଦିଲ୍ଲୀ– ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେନା ଦିବସ ଅବସରରେ ଶୁଭକାମନା ଜଣାଇଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ଯେ “ମା ଭାରତୀର ସେବାରେ ସବୁବେଳେ ତତ୍ପର ଦେଶର ପରାକ୍ରମୀ ସୈନିକ ଓ ତାଙ୍କର ପରିବାର ଲୋକଙ୍କୁ ସେନା ଦିବସରେ ହାର୍ଦିକ ଶୁଭକାମନା । ଆମର ସେନା ଶକ୍ତିଶାଳୀ, ସାହସୀ ଓ ସଂକଳ୍ପବଦ୍ଧ, ଯାହା ଆମ ଦେଶର ମସ୍ତକକୁ ଗର୍ବରେ ଉଚ୍ଚ କରି ରଖିଛି । ସମସ୍ତ ଦେଶବାସୀଙ୍କ ପକ୍ଷରୁ ଭାରତୀୟ ସେନାକୁ ମୋର ପ୍ରଣାମ । ”
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO