ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୧,୫୮୯ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୭୨୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୫୭୯ କରୋନାର ନୂଆ ମାମଲା
ମୁମ୍ବାଇ , ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୩,୫୭୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭୦ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୧୯,୮୧,୬୨୩ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୦,୨୯୧ ଜଣ ମୃତ୍ୟୁବରଣ କରିଛନ୍ତି ।