ତିରୁବନନ୍ତପୁରମ , କେରଳରେ ଗତ ୨୪ ଘଂଟାରେ ୪,୩୩୭ ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ ଟି ସକ୍ରିୟ ୬୬,୫୦୩ ମାମଲା ରହିଛି
ଝାରଖଣ୍ଡରେ କରୋନାର ୧୪୪ ନୂଆ ମାମଲା
ରାଂଚି,ଝାରଖଣ୍ଡରେ କରୋନାର ୧୪୪ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୭,୩୮୪ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧,୦୪୮ଜଣଙ୍କର ମୃତ୍ୟୁ ଘଟିଛି ।