
ଗାଇଡଲାଇନ ନିୟମ ଉଲ୍ଲଂଘନ ମାମଲାରେ ୧୪ ଗିରଫ
ଭୁବନେଶ୍ୱର– ରାଜ୍ୟରେ କୋବିଡ ଗାଇଡଲାଇନ ନିୟମ ଉଲ୍ଲଂଘନ ଅଭିଯୋଗରେ ଓଡିଶା ପୋଲିସ ଗତ ୨୪ ଘଂଟାରେ ୧୨ ଜଣଙ୍କୁ ଗିରଫ କରିଥିବା ବେଳେ ୮୪୯ ବାହନକୁ ଜବତ କରା ଯାଇଛି । ଏହି ସମୟ ମଧ୍ୟରେ ୨୬,୧୨,୮୦୦ଟଙ୍କା ଜୋରିମାନା ଆଦାୟ କରା ଯାଇଥିବା ରାଜ୍ୟ ପୋଲିସ ଦ୍ୱାରା ଟ୍ୱିଟ କରି ସୂଚନା ଦିଆ ଯାଇଛି ।
