
ଭୁବନେଶ୍ୱର– ଯାଜପୁର ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା, ସାମାଜିକ ଦୂରତ୍ୱ ନିୟମକୁ ନ ମାନିବା, ବାହାରେ ଛେପ ପକାଇବା ଓ ମୋଟର ଯାନ ଆଇନ ଭାଙ୍ଗିବା ଅଭିଯୋଗରେ ୧,୬୫,୦୦୦ ଟଙ୍କା ଜୋରିମାନା ଆଦାୟ କରା ଯାଇଛି । ତିନି ଜଣଙ୍କର ଡ୍ରାଇଭିଂ ଲାଇସେନ୍ସକୁ ନିଲମ୍ବିତ କରା ଯାଇଛି । ଯାଜପୁର ଏସପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି ।