
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୯୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୫,୭୧୦ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭,୧୩୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ଦିଲ୍ଲୀରେ ଗତ ୨୪ ଘଂଟାରେ ୨୯୫ କରୋନାର ନୂଆ ମାମଲା
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୯୫ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୧୮,୩୫୭ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୭୩୨ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO