
ଭୁବନେଶ୍ୱର– କମିଶନରେଟ ପୋଲିସ ଗତ ୨୪ ଘଂଟା ମଧ୍ୟରେ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ କଟକରେ ୭୬ ଜଣଙ୍କ ଠାରୁ ଜୋରିମାନା ଆଦାୟ କରିଛି । ସେହିପରି ସାମାଜିକ ଦୂରତ୍ୱ ନିୟମ ପାଳନ କରି ନ ଥିବା ଅଭିଯୋଗରେ ୨୨୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । ମୋଟର ଯାନ ଆଇନ୍ ଓ ଓଡିଶା ସହରାଂଚଳ ପୋଲିସ ଆଇନ୍ ଉଲ୍ଲଂଘନ କରିଥିବା ୭୦୨ ଜଣଙ୍କ ଠାରୁ ଜୋରିମାନା ଆଦାୟ କରା ଯାଇଛି । କଟକ ଡିସିପି ଟ୍ୱିଟ କରି ଏହି ସୂଚନା ଦେଇଛନ୍ତିା
ଆଉ ୧ ଜଣଙ୍କର କରୋନାରେ ମୃତ୍ୟୁ, ମୃତ୍ୟୁ ସଂଖ୍ୟା ୧୯୦୦ ହେଲା
ଭୁବନେଶ୍ୱର– ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୦୦ କୁ ବୃଦ୍ଧି ପାଇଛି ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO