
ହାଇଦ୍ରାବାଦ ,ଆନ୍ଧ୍ର ପ୍ରଦେଶରେ ଗତ ୨୪ ଘଂଟାରେ ୧୧୪ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୮୫,୮୨୪ ହୋଇଛି ।ରାଜ୍ୟରେ ବର୍ତମାନ ଯାଏ ୭୧୩୯ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି ।
ହିମାଚଳରେ ଆଉ ୭୧ କରୋନାର ନୂଆ ମାମଲା
ସିମଲା,ହିମାଚଳ ପ୍ରଦେଶରେ ଗତ ୨୪ ଘଂଟା ମଧ୍ୟରେ ୭୧ ଟି କରୋନାର ନୂଆ ମାମଲା ସାମନାକୁ ଆସିଛି । ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୫୬,୮୭୩ ହୋଇ ଯାଇଛି । ବର୍ତମାନ ସୁଦ୍ଧା ୯୫୨ ଜଣଙ୍କର ମୃତ୍ୟୁ ଘଟିଛି ।
ଝାରଖଣ୍ଡରେ କରୋନାର ୧୧୯ ନୂଆ ମାମଲା
ରାଂଚି, ଝାରଖଣ୍ଡରେ କରୋନାର ୧୧୯ ଟି ନୂଆ ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ୧,୧୭,୫୯୯ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ ୧୦୫୦ଜଣଙ୍କର ମୃତ୍ୟୁ ଘଟିଛି ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO