ରାଷ୍ଟ୍ରୀୟ ରାଜସ୍ଥାନରେ ଗତ ୨୪ ଘଂଟାରେ କରୋନାର ୨୩୮ ନୂଆ ମାମଲା desk January 17, 2021 ଜୟପୁର , ରାଜସ୍ଥାନରେ ଗତ ୨୪ ଘଂଟାରେ ୨୩୮ ନୂଆ କରୋନାର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୩,୧୪,୯୨୦ ହୋଇଛି । ରାଜ୍ୟରେ ବର୍ତମାନ ଯାଏ ୨୭୪୬ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି । Tags: Rajasthan Continue Reading Previous: ମୁମ୍ବାଇରେ କରୋନାର ୫୭୧ ନୂଆ ମାମଲା Next: କରୋନାରେ ଆଜି ପର୍ଯ୍ୟନ୍ତ ବିଶ୍ୱବ୍ୟାପୀ ୯ କୋଟି ୪୯ ଲକ୍ଷ ୨୧ ହଜାର ୪୩୫ ଲୋକ ସଂକ୍ରମିତ Leave a Reply Cancel replyYour email address will not be published. Required fields are marked *Comment * Name * Email * Website Save my name, email, and website in this browser for the next time I comment. Related Stories ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ ରାଷ୍ଟ୍ରୀୟ ମହାଭାରତରେ କର୍ଣ୍ଣ ଭାବରେ ପ୍ରସିଦ୍ଧି ଅର୍ଜନ କରିଥିବା ଅଭିନେତା ପଙ୍କଜ ଧୀରଙ୍କ ଦେହାନ୍ତ October 15, 2025 ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ ରାଷ୍ଟ୍ରୀୟ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁକେଶ ମହାଲିଙ୍ଗ October 9, 2025 ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ ରାଷ୍ଟ୍ରୀୟ ରାଷ୍ଟ୍ରପତି ମୁର୍ମୁ ଆଜି ଠାରୁ ଦୁଇ ଦିନିଆ ଗୁଜୁରାଟ ଗସ୍ତରେ, ସୋମନାଥ ଏବଂ ଦ୍ୱାରିକାଧୀଶ ମନ୍ଦିରରେ କରିବେ ଦର୍ଶନ October 9, 2025