ଆଜି ସକାଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ ସକ୍ରିୟ ରୋଗୀଙ୍କ ସଂଖ୍ୟା ୨,୦୮,୦୧୨ ଥିବା ବେଳେ ବର୍ତମାନ ସୁଦ୍ଧା ୧,୫୨,୪୧୯ଜଣ ମୃତ୍ୟୁ ବରଣ କରିଛନ୍ତି ।
ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୫,୪୮,୧୬୮ ନମୂନାର ପରୀକ୍ଷଣ
ନୂଆଦିଲ୍ଲୀ, ଦେଶରେ ଗତ ୨୪ଘଂଟା ମଧ୍ୟରେ କୋବିଡ ପାଇଁ ୫,୪୮,୧୬୮ ନମୂନାର ପରୀକ୍ଷଣ କରା ଯାଇଛି । ଏହା ସହିତ ଦେଶରେ ବର୍ତମାନ ସୁଦ୍ଧା ୧୮,୭୦,୯୩,୦୩୬ ନମୂନାର ପରୀକ୍ଷଣ କରା ଯାଇଥିବା ଆଇସିଏମଆର ପକ୍ଷରୁ ସୂଚନା ଦିଆ ଯାଇଛିା