କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ରକ୍ତଦାନ ଶିବିର ବଳିଆପଣ୍ଡା ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏସପି କନୱାର ବିଶାଳ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଶିବିରରୁ ୧୦୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।