କୈଳାଶ ଚନ୍ଦ୍ର ପଣ୍ଡା,ପୁରୀ
ପୁରୀ ପୋଲିସ ପ୍ରଶାସନ ପକ୍ଷରୁ ରକ୍ତଦାନ ଶିବିର ବଳିଆପଣ୍ଡା ଥାନା ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏସପି କନୱାର ବିଶାଳ ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ । ଶିବିରରୁ ୧୦୧ ୟୁନିଟ ରକ୍ତ ସଂଗ୍ରହ କରାଯାଇଛି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO