
ଭୁୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନନାୟକ ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ଛବିଳ ମଧୁ ବର୍ଣ୍ଣବୋଧର ପ୍ରଣେତା ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜଣାଇଛନ୍ତି ।
ସେ ଟ୍ୱିଟ କରି କହିଛନ୍ତି – ଓଡ଼ିଆ ଭାଷା ଆନ୍ଦୋଳନର ଅନ୍ୟତମ କର୍ଣ୍ଣଧାର ତଥା ଛବିଳ ମଧୁ ବର୍ଣ୍ଣବୋଧର ପ୍ରଣେତା ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି । ଉତ୍କଳ ସାହିତ୍ୟ ସମାଜ ଜରିଆରେ ଓଡ଼ିଆ ଭାଷା ଓ ସାହିତ୍ୟର ପ୍ରଚାର ପ୍ରସାର ସହ ଜଣେ ଆଦର୍ଶ ଶିକ୍ଷକ, କବି ଓ ସମାଜ ସଂସ୍କାରକ ଭାବେ ନିଜ ଅବଦାନ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ।
Editor
ଆମ ସମ୍ପର୍କରେ
ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ ।
HEMANT KUMAR TIWARI
MANAGING EDITOR CUM CEO