![](https://indokalingtimes.com/wp-content/uploads/2020/09/corona.jpeg)
![](https://indokalingtimes.com/wp-content/uploads/2020/09/corona-300x187.jpeg)
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୨,୫୯୦ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୭୫୪ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା
ତାମିଲନାଡୁରେ ଗତ ୨୪ ଘଂଟାରେ ୫୫୧ କରୋନାର ନୂଆ ମାମଲା
ଚେନ୍ନାଇ,ତାମିଲନାଡୁରେ ଗତ ୨୪ ଘଂଟାରେ ୫୫୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୮,୩୧,୩୨୩ ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୧୨,୨୭୨ ହୋଇଛି ।
କେରଳରେ ଗତ ୨୪ ଘଂଟାରେ ୩,୩୪୬ନୂଆ କରୋନା ଆକ୍ରାନ୍ତ ଚିହ୍ନଟ
ତିରୁବନନ୍ତପୁରମ ,କେରଳରେ ଗତ ୨୪ ଘଂଟାରେ ୩,୩୪୬ନୂଆ କରୋନା ସଂକ୍ରମଣର ମାମଲା ସାମନାକୁ ଆସିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।ଏହା ସହ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬୮,୩୯୯ ହୋଇ ଯାଇଛି ।