

ହରିଆଣାରେ ଗତ ୨୪ ଘଂଟାରେ ୧୧୯ କରୋନାର ନୂଆ ମାମଲା
ଚଣ୍ଡିଗଡ ,ହରିଆଣାରେ ଗତ ୨୪ ଘଂଟାରେ ୧୧୯ ନୂଆ କରୋନାର ମାମଲା ସାମନାକୁ ଆସିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି । ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୨,୬୬,୪୨୮ ହୋଇଛି ।
ପଂଜାବରେ ଗତ ୨୪ ଘଂଟାରେ ୧୪୦ କରୋନାର ନୂଆ ମାମଲା
ଚଣ୍ଡିଗଡ ,ପଂଜାବ ଗତ ୨୪ ଘଂଟାରେ ୧୪୦ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୫୮ହୋଇଛି । ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ବଢି ୫,୫୦୯ହୋଇଛିା