
ସେ କହିଛନ୍ତି ଯେ ସେ ଓ ରାଜ୍ୟସଭା ସାଂସଦ ଡି.ପି ବତ୍ସ ହସପିଟାଲ ଯାଇ ସେଠାରେ ଚିକିତ୍ସିତ ହେଉଥିବା କେନ୍ଦ୍ର ମନ୍ତ୍ରୀ ଶ୍ରୀପଦ ନାୟକଙ୍କୁ ଭେଟି ତାଙ୍କର ସ୍ୱାସ୍ଥ୍ୟାବସ୍ଥା କଥା ବୁଝିଛନ୍ତି । ବର୍ତମାନ ସେ ଭଲ ଥିବା ଶ୍ରୀ ଓରାମ ପ୍ରକାଶ କରିଛନ୍ତି ।

Editor
ଆମ ସମ୍ପର୍କରେ ଇଣ୍ଡୋ କଳିଙ୍ଗ ଟାଇମ୍ସ ଓଡିଆ ଭାଷାରେ ସବୁଠାରୁ ଶୀଘ୍ର ଅପ଼଼ଡ଼େଟ ହେଉଥିବା ୱେବସାଇଟ ଓ ୟୁ ଟ୍ୟୁବ ଚ୍ୟାନେଲ । ରାଷ୍ଟ୍ରୀୟ, ଅନ୍ତରାଷ୍ଟ୍ରୀୟ ଓ ବିଶ୍ୱର ସମସାମୟିକ ଖବର ସହିତ ଆମେ ରାଜ୍ୟର ସମସ୍ତ 314ଟି ବ୍ଲକ କଭର କରୁ । ଆପଣ ଆପଣଙ୍କର ଅଂଚଳର ସମସ୍ୟା, ପ୍ରସଙ୍ଗ ଆଦି ଫଟୋ ଓ ଭିଡିଓ କ୍ଲିପ ସହ ପଠାଇ ପାରିବେ । ଆମେ ଆପଣଙ୍କ ସ୍ୱରକୁ ଉଠାଇବୁ । HEMANT KUMAR TIWARI MANAGING EDITOR CUM CEO
