
ଦିଲ୍ଲୀ, ଦିଲ୍ଲୀରେ ଗତ ୨୪ ଘଂଟାରେ ୨୩୧ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଦିଲ୍ଲୀ ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୬,୩୨,୮୨୧ ହୋଇ ଯାଇଛି ।ବର୍ତମାନ ଯାଏ ୧୦,୭୬୪ଜଣଙ୍କର କରୋନାରେ ମୃତ୍ୟୁ ଘଟିଛିା